ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି

  • Related Posts

    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    ପୌରପାଳିକା ଉପାଧ୍ୟକ୍ଷ ତଥା ବିଜେଡି ନେତା ଏମଡି ଇରଫାନଙ୍କର ଦଳବିରୋଧୀ କାର୍ଯ୍ୟ କୁ ନେଇ ଶଙ୍ଖ ଭବନରେ ଅଭିଯୋଗ କଲେ ଅଧ୍ଯକ୍ଷା,ବିଜେଡି କାଉନସିଲର ଓ ବରିଷ୍ଠ ବିଜେଡି କର୍ମୀ ରାଜଗାଙ୍ଗପୁର(ସୌମ୍ୟଜିତ ସ୍ୱାଇଁ)- ରାଜଗାଙ୍ଗପୁର ପୌରପାଳିକା ର ଉପାଧ୍ୟକ୍ଷ ତଥା ବିଜେଡି ନେତା…

    Continue reading
    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    ଚଳିତ ବର୍ଷ ବିଶେଷ ଆକର୍ଷଣ ଭାବେ ଟାଙ୍ଗୀ ବ୍ଲକ ର ବିଭିନ୍ନ ପ୍ରାନ୍ତରୁପ୍ରଥମ ଦିନ ମହିଳା ମାନେ ଯୋଗ ଦେଇ ପୁଚି ଖେଳ,ଝୋଟି,ଦଉଡ଼ି ଡ଼ିଆଁ, ମିଉଜିକି ଚେଆର,ମେହେନ୍ଦି ଏବଂ ଦୋଳିଖେଳ ପ୍ରତିଯୋଗିତା ଅନୁଷ୍ଠିତ ହେଵ। ଦିତୀୟ ଦିବସରେ ଆୟୋଜକ ଅନୁଷ୍ଠାନ ପକ୍ଷରୁ…

    Continue reading

    Leave a Reply

    Your email address will not be published. Required fields are marked *

    Other Articles

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    • By Admin
    • November 17, 2025
    • 34 views
    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    • By Admin
    • July 31, 2025
    • 51 views
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    • By Admin
    • June 12, 2025
    • 58 views
    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    ଭିଜିଲାନ୍ସ_ଜାଲରେ_IAS

    • By Admin
    • June 9, 2025
    • 125 views
    ଭିଜିଲାନ୍ସ_ଜାଲରେ_IAS

    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    • By Admin
    • June 9, 2025
    • 55 views
    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

    • By Admin
    • June 8, 2025
    • 111 views
    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା