ପିଲାଙ୍କୁ ମିଳିଲା ମାଣ୍ଡିଆ ଲଡୁ

ନବରଙ୍ଗପୁର ଜିଲ୍ଲା ଉମରକୋଟରୁ ଶୁଭାରମ୍ଭ ହେଲା ପୋଷଣ ଅଭିଯାନ । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ପୋଷଣ ଯୁକ୍ତ ମଧ୍ୟାହ୍ନ ଭୋଜନର ଶୁଭାରମ୍ଭ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଉମରକୋଟଠାରେ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ଓ ସ୍ୱାମୀ ବିବେକାନନ୍ଦ ଉଚ୍ଚ ବିଦ୍ୟାଳୟରୁ ଏହି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଉଭୟ ସ୍କୁଲରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଣ୍ଡିଆରେ ପ୍ରସ୍ତୁତ ଲଡୁ ପ୍ରଦାନ କରିଛନ୍ତି ମନ୍ତ୍ରୀ । ଏହି ଲଡୁ ସପ୍ତାହକୁ ୩ ଦିନ ବଣ୍ଟନ କରାଯିବ । ଆଜିଠାରୁ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯାଇଛି

  • Related Posts

    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    ଚଳିତ ବର୍ଷ ବିଶେଷ ଆକର୍ଷଣ ଭାବେ ଟାଙ୍ଗୀ ବ୍ଲକ ର ବିଭିନ୍ନ ପ୍ରାନ୍ତରୁପ୍ରଥମ ଦିନ ମହିଳା ମାନେ ଯୋଗ ଦେଇ ପୁଚି ଖେଳ,ଝୋଟି,ଦଉଡ଼ି ଡ଼ିଆଁ, ମିଉଜିକି ଚେଆର,ମେହେନ୍ଦି ଏବଂ ଦୋଳିଖେଳ ପ୍ରତିଯୋଗିତା ଅନୁଷ୍ଠିତ ହେଵ। ଦିତୀୟ ଦିବସରେ ଆୟୋଜକ ଅନୁଷ୍ଠାନ ପକ୍ଷରୁ…

    Continue reading
    ଭିଜିଲାନ୍ସ_ଜାଲରେ_IAS

    ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଜୟପାଟଣା ଅଞ୍ଚଳର ଜଣେ ବ୍ୟବସାୟୀଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଉପଜିଲ୍ଲାପାଳଙ୍କୁ ଭିଜିଲାନ୍ସ ଧରିଥିବା ସୂଚନା ମିଳିଛି। ସେ ବ୍ୟବସାୟୀଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଦାବି…

    Continue reading

    Other Articles

    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    • By Admin
    • June 12, 2025
    • 7 views
    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    ଭିଜିଲାନ୍ସ_ଜାଲରେ_IAS

    • By Admin
    • June 9, 2025
    • 11 views
    ଭିଜିଲାନ୍ସ_ଜାଲରେ_IAS

    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    • By Admin
    • June 9, 2025
    • 8 views
    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

    • By Admin
    • June 8, 2025
    • 13 views
    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

    ମୋହନାରେ ସାମନ୍ୟ ବର୍ଷା ରେ ପୋଲ ଉପରେ ଦୁଇ ପୁଟ ର ପାଣି

    • By Admin
    • May 25, 2025
    • 13 views
    ମୋହନାରେ ସାମନ୍ୟ ବର୍ଷା ରେ ପୋଲ ଉପରେ ଦୁଇ ପୁଟ ର ପାଣି

    ପୃଥକ ଦୁର୍ଘଟଣା ରେ 2 ମୃତ

    • By Admin
    • April 18, 2025
    • 23 views
    ପୃଥକ ଦୁର୍ଘଟଣା ରେ 2 ମୃତ