ପୃଥକ ଦୁର୍ଘଟଣା ରେ 2 ମୃତ

ମୋହନା-ଅଂଶୁମାନ ପଣ୍ଡା ; ପୃଥକ ଦୁର୍ଘଟଣା ରେ 2 ମୃତ l ଗଜପତି ଜିଲ୍ଲା ଅଡବା ଥାନା କଟାମା ଗାଁ ନିକଟରେ ଟ୍ରାକ୍ଟର ଓଲଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି l, ମୃତକ ଦିଗପହଣ୍ଡି ର ଟୁନା ନାୟକ l କଟlମl ଗାଁ ନିକଟରେ ରାସ୍ତା କାମ ସାରି ବିଳମ୍ବିତ ରାତିରେ ଫେରୁଥିବା ବେଳେ ରାସ୍ତା କଡ଼କୁ ଓଲଟି ପଡିଛି ଟ୍ରାକ୍ଟର l ସେହିପରି ମୋହନା ଥାନା ମେରାପଲି ଗାଁ ନିକଟରେ ବାଇକ କୁ ଚାପିଲା ହାଇୱା l ଫଳରେ ଘଟଣା ସ୍ଥଳରେ ବାଇକ ଆରୋହୀ ଙ୍କ ମୃତ୍ୟୁ ଘଟିଛି l ତେବେ ମୃତକଙ୍କ ପରିଚୟ ମିଳିନି l ବିଳମ୍ବିତ ରାତିରେ ହାଇୱା ଗାଡି ମଧୁରଆମ୍ବ ରୁ ମୋହନା ଆସୁଥିଲା l ଏହି ସମୟରେ ଏକ ବାଇକ ରେ ଜଣେ ବ୍ୟକ୍ତି ବିପରୀତ ଦିଗରୁ ଯିବାବେଳେ ହାଇୱା ସହ ମୁହାଁ ମୁହିଁ ଧକ୍କା ହୋଇଛି l ଉଭୟ ଘଟଣାରେ ଶବ ଜବତ କରି ତଦନ୍ତ କରୁଛି l

  • Related Posts

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର
    • AdminAdmin
    • November 17, 2025

    ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ…

    Continue reading
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    ପୌରପାଳିକା ଉପାଧ୍ୟକ୍ଷ ତଥା ବିଜେଡି ନେତା ଏମଡି ଇରଫାନଙ୍କର ଦଳବିରୋଧୀ କାର୍ଯ୍ୟ କୁ ନେଇ ଶଙ୍ଖ ଭବନରେ ଅଭିଯୋଗ କଲେ ଅଧ୍ଯକ୍ଷା,ବିଜେଡି କାଉନସିଲର ଓ ବରିଷ୍ଠ ବିଜେଡି କର୍ମୀ ରାଜଗାଙ୍ଗପୁର(ସୌମ୍ୟଜିତ ସ୍ୱାଇଁ)- ରାଜଗାଙ୍ଗପୁର ପୌରପାଳିକା ର ଉପାଧ୍ୟକ୍ଷ ତଥା ବିଜେଡି ନେତା…

    Continue reading

    Leave a Reply

    Your email address will not be published. Required fields are marked *

    Other Articles

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    • By Admin
    • November 17, 2025
    • 34 views
    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    • By Admin
    • July 31, 2025
    • 53 views
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    • By Admin
    • June 12, 2025
    • 59 views
    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    ଭିଜିଲାନ୍ସ_ଜାଲରେ_IAS

    • By Admin
    • June 9, 2025
    • 126 views
    ଭିଜିଲାନ୍ସ_ଜାଲରେ_IAS

    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    • By Admin
    • June 9, 2025
    • 55 views
    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

    • By Admin
    • June 8, 2025
    • 111 views
    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା