ମୋହନାରେ ସାମନ୍ୟ ବର୍ଷା ରେ ପୋଲ ଉପରେ ଦୁଇ ପୁଟ ର ପାଣି


ଗଜପତି ଜିଲ୍ଲା ମୋହନା ବ୍ଲକ ସ୍ଥାନୀୟ ମୋହନା ଯାହାକି ଜାତ୍ୟ ରାଜପଥ 326ରେ ଅବସ୍ଥିତ ରାୟଗଡା ଠାରୁ ବ୍ରହ୍ମପୁର ସଂଯଗ କରୁଥିବା ଏହି ମୁଖ୍ୟ ରାସ୍ତା ରେ ଥିବା ମୋହନା ପୋଲ ଉପରେ କାଳବୈଶାଖୀ ବର୍ଷା ରେ ଦୁଇ ପୁଟ ପାଣି ଜମି ରହିଛି ଦୀର୍ଘ ଘଣ୍ଟା ଧରି ଯାହା ଦ୍ୱାରା ଯାନବାହାନ ସମେତ ପଥ ଚାଳକ ମାନେ ବହୁ ଅସୁବିଧା ର ସମୁଖୀନ ହେଇଛନ୍ତି ଜାତୀୟ ରାଜପଥ ବିଭାଗ ଓ ଠିକାଦାର ଙ୍କ ମଧୁଚନ୍ଦ୍ରିକ ରେ ସାଧାରଣ ଲୋକେ ହନ୍ତସନ୍ତ

  • Related Posts

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର
    • AdminAdmin
    • November 17, 2025

    ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ…

    Continue reading
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    ପୌରପାଳିକା ଉପାଧ୍ୟକ୍ଷ ତଥା ବିଜେଡି ନେତା ଏମଡି ଇରଫାନଙ୍କର ଦଳବିରୋଧୀ କାର୍ଯ୍ୟ କୁ ନେଇ ଶଙ୍ଖ ଭବନରେ ଅଭିଯୋଗ କଲେ ଅଧ୍ଯକ୍ଷା,ବିଜେଡି କାଉନସିଲର ଓ ବରିଷ୍ଠ ବିଜେଡି କର୍ମୀ ରାଜଗାଙ୍ଗପୁର(ସୌମ୍ୟଜିତ ସ୍ୱାଇଁ)- ରାଜଗାଙ୍ଗପୁର ପୌରପାଳିକା ର ଉପାଧ୍ୟକ୍ଷ ତଥା ବିଜେଡି ନେତା…

    Continue reading

    Other Articles

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    • By Admin
    • November 17, 2025
    • 34 views
    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    • By Admin
    • July 31, 2025
    • 53 views
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    • By Admin
    • June 12, 2025
    • 59 views
    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    ଭିଜିଲାନ୍ସ_ଜାଲରେ_IAS

    • By Admin
    • June 9, 2025
    • 126 views
    ଭିଜିଲାନ୍ସ_ଜାଲରେ_IAS

    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    • By Admin
    • June 9, 2025
    • 55 views
    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

    • By Admin
    • June 8, 2025
    • 111 views
    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା