ପୁଣି ଜନନୀ ଯନ୍ତ୍ରଣା 5କିମି ଭାର ରେ ବୁହାହେଲେ ଗର୍ଭବତୀ ମା

ମୋହନା : ଗଜପତି ଜିଲ୍ଲା ରେ ସୁଦୂରୁନି ଜନନୀ ଯନ୍ତ୍ରଣା ରାସ୍ତା ନଥିବାରୁ ଅଧା ରାସ୍ତା ରେ ପ୍ରସବ କରୁଛନ୍ତି ଗର୍ଭବତୀ ମା ପ୍ରଶାସନ ଫେଲ ମାରୁଛି ମିଥ୍ୟା ପ୍ରତିଶୃତି ଦେଇ ଯାହା ଦ୍ୱାରା ମୋହନା ବ୍ଲକ ର ଗାବେଲ ର ଆଭ୍ରମ ମାଝୀ ଙ୍କ ସ୍ତ୍ରୀ ଙ୍କ ପେଟ ଯନ୍ତ୍ରଣା ହେବାରୁ ସ୍ଥାନୀୟ ଆଶା ଦିଦି ମେରୀ ମାଝୀ ଙ୍କୁ ଜଣାଇଥିଲେ ମେରୀ ପହଞ୍ଚି ଆମ୍ବୁଲାନ୍ସ କୁ ଫୋନ କରିଥିଲେ ରାସ୍ତା ନଥିବାରୁ ଆମ୍ବଲେନ୍ସ ପହଞ୍ଚି ପାରିନଥିଲା ଗାଁ ରେ ଗ୍ରାମ ବାସି ଦୋଳା ରେ କାଠ ସାହାଯ୍ୟ ରେ 5କିମି ବୋହି ଆଣିଥିଲେ ଜାତୀୟ ରାଜପଥ 326କୁ ପରେ ବିରିକୋଟ ମେଡିକାଲ ରେ ପହଁଚି ଚିକିତ୍ସା ପରେ ଲଳିତା ମାଝୀ ଶିଶୁ କନ୍ୟା କୁ ଜନ୍ମ ଦେଇଛନ୍ତି ମା ଓ ଶିଶୁ ସୁରକ୍ଷିତ ଥିବା ଡାକ୍ତର ସୂଚନା ଦେଇଛନ୍ତି କେବେ ସରିବ ଗାବେଲ ଗ୍ରାମ ର ଦୁଃଖ ତାକୁ ଅପେକ୍ଷା ଅଂଶୁମାନ ପଣ୍ଡା

  • Related Posts

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର
    • AdminAdmin
    • November 17, 2025

    ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ…

    Continue reading
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    ପୌରପାଳିକା ଉପାଧ୍ୟକ୍ଷ ତଥା ବିଜେଡି ନେତା ଏମଡି ଇରଫାନଙ୍କର ଦଳବିରୋଧୀ କାର୍ଯ୍ୟ କୁ ନେଇ ଶଙ୍ଖ ଭବନରେ ଅଭିଯୋଗ କଲେ ଅଧ୍ଯକ୍ଷା,ବିଜେଡି କାଉନସିଲର ଓ ବରିଷ୍ଠ ବିଜେଡି କର୍ମୀ ରାଜଗାଙ୍ଗପୁର(ସୌମ୍ୟଜିତ ସ୍ୱାଇଁ)- ରାଜଗାଙ୍ଗପୁର ପୌରପାଳିକା ର ଉପାଧ୍ୟକ୍ଷ ତଥା ବିଜେଡି ନେତା…

    Continue reading

    Other Articles

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    • By Admin
    • November 17, 2025
    • 47 views
    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    • By Admin
    • July 31, 2025
    • 62 views
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    • By Admin
    • June 12, 2025
    • 66 views
    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    ଭିଜିଲାନ୍ସ_ଜାଲରେ_IAS

    • By Admin
    • June 9, 2025
    • 134 views
    ଭିଜିଲାନ୍ସ_ଜାଲରେ_IAS

    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    • By Admin
    • June 9, 2025
    • 62 views
    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

    • By Admin
    • June 8, 2025
    • 119 views
    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା