ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର
ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍ ଓ କିଡନୀ ଜନିତ ରୋଗରେ ପୀଡ଼ିତ…






