ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ

ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ । ଡିସେମ୍ବର ୯ ତାରିଖରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ୫ ମ୍ୟାଚ ବିଶିଷ୍ଟ ସିରିଜରେ କଟକରେ ହେବ ପ୍ରଥମ ମୁକାବିଲା । କ୍ରୀଡାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

ବାରବାଟୀକୁ ମିଳିଲା ଆଉ ଏକ ଅନ୍ତର୍ଜାତୀୟ ମ୍ୟାଚ୍‌ । ଟି-୨୦ ମ୍ୟାଚ୍ ହେବା ନେଇ ଖବର ମିଳିବା ପରେ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ତେବେ ଇଂଲଣ୍ଡ ସହ ମ୍ୟାଚ୍ ବେଳେ ଫ୍ଲଡ୍ ଲାଇଟ୍‌ ଲିଭିବା ଘଟଣାର ଯେମିତି ପୁନରାବୃତ୍ତି ନହୁଏ, ସେନେଇ ଓସିଏ ଯତ୍ନବାନ ହେବାକୁ କ୍ରୀଡ଼ାବିତ୍ ପରାମର୍ଶ ଦେଇଛନ୍ତି ।

  • Related Posts

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର
    • AdminAdmin
    • November 17, 2025

    ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ…

    Continue reading
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    ପୌରପାଳିକା ଉପାଧ୍ୟକ୍ଷ ତଥା ବିଜେଡି ନେତା ଏମଡି ଇରଫାନଙ୍କର ଦଳବିରୋଧୀ କାର୍ଯ୍ୟ କୁ ନେଇ ଶଙ୍ଖ ଭବନରେ ଅଭିଯୋଗ କଲେ ଅଧ୍ଯକ୍ଷା,ବିଜେଡି କାଉନସିଲର ଓ ବରିଷ୍ଠ ବିଜେଡି କର୍ମୀ ରାଜଗାଙ୍ଗପୁର(ସୌମ୍ୟଜିତ ସ୍ୱାଇଁ)- ରାଜଗାଙ୍ଗପୁର ପୌରପାଳିକା ର ଉପାଧ୍ୟକ୍ଷ ତଥା ବିଜେଡି ନେତା…

    Continue reading

    Other Articles

    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    • By Admin
    • November 17, 2025
    • 34 views
    ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    • By Admin
    • July 31, 2025
    • 53 views
    ରାଜଗାଙ୍ଗପୁର ପୌରପାଳିକା ରେ ବିଜେଡି ଦୁଇ ଫାଳ

    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    • By Admin
    • June 12, 2025
    • 59 views
    କୁହୁଡି ରଜ ମହୋଉତ୍ସବର ପ୍ରସ୍ତୁତି ବୈଠକ

    ଭିଜିଲାନ୍ସ_ଜାଲରେ_IAS

    • By Admin
    • June 9, 2025
    • 126 views
    ଭିଜିଲାନ୍ସ_ଜାଲରେ_IAS

    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    • By Admin
    • June 9, 2025
    • 55 views
    ଦ୍ରୁତ ଗତିରେ ଆଗେଇ ଚାଲିଛି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପ , ହେଲେ ସୁଧୁରୁନି ବିସ୍ଥାପିତଙ୍କ ସମସ୍ୟା

    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

    • By Admin
    • June 8, 2025
    • 111 views
    ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା